Browsing Tag

shopkeeper shot dead

ଫାଷ୍ଟ ଫୁଡ ଦୋକାନୀଙ୍କୁ ଗୁଳିମାଡ ଘଟଣା, ମୃତଦେହ ରଖି କ୍ଷତିପୂରଣ ଦାବିରେ ରାସ୍ତାରୋକ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ସିନାପାଲି ଥାନା କାପସି ଛକରେ ଫାଷ୍ଟ ଫୁଡ ଦୋକାନୀଙ୍କୁ ଗୁଳିମାଡ ।  ଘଟଣାର ପ୍ରତିବାଦରେ ଆଜି ମେହେର ସମାଜ ଯୁବା ମଞ୍ଚ ପକ୍ଷରୁ ସିନାପାଲି କାପସି ଛକରେ ରାସ୍ତା ରୋକ ଆନ୍ଦୋଳନ କରାଯାଇଛି l ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଓ ହତ୍ୟାକାରୀଙ୍କ ବିରୋଧରେ…