ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ, ବିନ୍ଦୁସାଗର କୂଳରେ ତିଳତର୍ପଣ କଲେ ବିଜେଡି ନେତା
ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ତିଳତର୍ପଣ । ଭୁବନେଶ୍ୱର ବିନ୍ଦୁସାଗର କୂଳରେ ବିଜେଡି ପକ୍ଷରୁ ଆୟୋଜିତ ତିଳତର୍ପଣ କାର୍ଯ୍ୟକ୍ରମରେ ବିଜେଡିର ପ୍ରମୁଖ ନେତା, କାର୍ଯ୍ୟକର୍ତ୍ତାଙ୍କ ସମେତ ସାଧାରଣ ଲୋକେ ମଧ୍ୟ ସାମିଲ ହୋଇଥିଲେ । ରଘୁପତି ରାଘବ ରାଜରାମ…