ପୁରୀରେ ପହଞ୍ଚିଲେ ଭାରତୀୟ କ୍ରିକେଟର, ମ୍ୟାଚ୍ ପୂର୍ବରୁ କଲେ ଜଗା ଦର୍ଶନ
ପୁରୀ : ଶ୍ରୀମନ୍ଦିରରେ ଭାରତୀୟ କ୍ରିକେଟର । ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କ ଦର୍ଶନ କଲେ ବରୁଣ ଚକ୍ରବର୍ତ୍ତୀ, ଅକ୍ଷର ପଟେଲ ଓ ୱାସିଂଟନ ସୁନ୍ଦର । ଏଥିପାଇଁ କଡା ସୁରକ୍ଷା ଗ୍ରହଣ କରାଯାଇଛି । ଏହି ୩ ଖେଳାଳୀ ଶ୍ରୀମନ୍ଦିର ସିଂହଦ୍ୱାରରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ…