ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ, ଆଜିଠୁ ଦେବପୀଠକୁ ‘ପରିକ୍ରମା’ ନିମନ୍ତ୍ରଣ
ଆଜିଠୁ ଦେବପୀଠକୁ ‘ପରିକ୍ରମା’ ନିମନ୍ତ୍ରଣ। ଆସନ୍ତା ଜାନୁଆରୀ ୧୭ ତାରିଖରେ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭ ଉଦଘାଟନ ହେବ। ଉଦଘାଟନୀ ଉତ୍ସବରେ ଯୋଗ ଦେବାକୁ ଆଜିଠାରୁ ଦେଶର ପ୍ରମୁଖ ଦେବପୀଠକୁ ନିମନ୍ତ୍ରଣ ପତ୍ର ଦିଆଯିବ । ପ୍ରଭୁ ଲିଙ୍ଗରାଜଙ୍କୁ ପ୍ରଦାନ କରାଯିବ ପ୍ରଥମ…