ଭୁବନେଶ୍ୱର(କେନ୍ୟୁଜ୍): ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି। ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି।…