ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ହେବ ଗଜଉଦ୍ଧାରଣ ବେଶ
ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ଶ୍ରୀଜଗନ୍ନାଥ ଚତୁର୍ଭୁଜ ରୂପରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିବେ। ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଶ୍ରୀବଳଭଦ୍ର ଚାରି ହାତରେ…