ଗୁଜରାଟ ଅହମ୍ମଦାବାଦର କୋଭିଡ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ, ୮ ରୋଗୀ ମୃତ
ଗୁଜରାଟ: କୋଭିଡ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ। ଗୁଜୁରାଟ ଅହମ୍ମଦାବାଦର ଶ୍ରେୟ ହସ୍ପିଟାଲରେ ନିଆଁ ଲାଗି ୮ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ଖବର ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ । ତେବେ ଅଗ୍ନିଶମ ବାହିନୀ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଁଚି ପାଖାପାଖି ୪୦ଜଣ ରୋଗୀଙ୍କୁ ଉଦ୍ଧାର କରିଥିବା…