Browsing Tag

shri jagannath temple

ଆଜି ଦିନ ୧୧ଟାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିର ଭକ୍ତ ନିବାସରେ ଦିନ ୧୧ଟାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ବୈଠକରେ ୨୦୨୧-୨୨ ଆର୍ଥିକ ବର୍ଷର ସଂଶୋଧିତ ବ୍ୟୟ ଅଟକଳ ଓ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ ଉପରେ ଆଲୋଚନା ହେବ। ଏହାସହ ସେବାୟତ ବିଦ୍ୟାର୍ଥୀଙ୍କ ପାଇଁ ପ୍ରସ୍ତାବିତ ଗୁରୁକୁଳ ଆଶ୍ରମ…

ଆଜିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ, ୯୬ ଘଣ୍ଟା ପୂର୍ବର କୋଭିଡ୍‌ ନେଗେଟିଭ୍‌ ସାର୍ଟିଫିକେଟ କିମ୍ବା ଟିକା…

ପୁରୀ(କେନ୍ଯୁଜ୍): ଆଜିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ । ରତ୍ନ ସିଂହାସନରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ପ୍ରାୟ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ହୋଇଛି ମିଳନ । ଏଥିପାଇଁ ୯୬ ଘଣ୍ଟା ପୂର୍ବରୁ କୋଭିଡ୍‌ ନେଗେଟିଭ୍‌ ସାର୍ଟିଫିକେଟ କିମ୍ବା ଦୁଇ ଡୋଜ୍‌ ଟିକା…

ଶ୍ରୀମନ୍ଦିର ଖୋଲିବା ନେଇ ସିଂହଦ୍ୱାର ସମ୍ମୁଖରେ ଧାରଣାରେ ବସିଲେ ପୂର୍ବତନ ସୁଆର ମହାସୁଆର ନିଯୋଗର ସଭାପତି

ପୁରୀ: ଶ୍ରୀମନ୍ଦିର ଖୋଲିବା ନେଇ ସିଂହଦ୍ୱାର ସମ୍ମୁଖରେ ଧାରଣା । ଧାରଣାରେ ବସିଲେ ପୂର୍ବତନ ସୁଆର ମହାସୁଆର ନିଯୋଗ ସଭାପତି ଦାମୋଦର ମହାସୁଆର । ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟୁରେ ଯଦି ଅନେକ ଲୋକ ହେଲେ ତେବେ ଶ୍ରୀମନ୍ଦିର ଖୋଲିଲେ ଅସୁବିଧା କ’ଣ ବୋଲି ସେ ପ୍ରଶ୍ନ କରିଛନ୍ତି ।…