ମହାପ୍ରଭୁଙ୍କ ଦର୍ଶନ ସହ ଆରମ୍ଭ ହେଲା ନୂଆବର୍ଷ, ରାତି ସାରା ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼
ପୁରୀ : ନୂଆ ବର୍ଷରେ ନୂଆ ଉତ୍ସାହ, ଉଦ୍ଦୀପନା । ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଜମିଛି ଭକ୍ତଙ୍କ ଭିଡ଼ । ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ । ଲମ୍ବା ଧାଡିରେ ଯାଇ ମହାପ୍ରଭୁଙ୍କୁ ଦର୍ସନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା…