Below header
Browsing Tag

shrimandira

ଶ୍ରୀମନ୍ଦିର ପରିସରରେ ଖସିଲା ମୂର୍ତ୍ତି, ସେବାୟତ ଗୁରୁତର

ପୁରୀ (କେନ୍ୟୁଜ) : ଶ୍ରୀମନ୍ଦିର ପରିସରରେ ଖସିଲା ମୂର୍ତ୍ତି। ବଡଦେଉଳରୁ ମୂର୍ତ୍ତି ଖସିପଡିଥିବା ଜଣାପଡିଛି। ଶ୍ରୀମନ୍ଦିରର ପଶ୍ଚିମଦ୍ୱାର ନିକଟରେ ଥିବା ଉଗ୍ର ନୃସିଂହ ମନ୍ଦିରରେ ଏହିି ଅଘଟଣ ଘଟିଛି । ଏହି ମନ୍ଦିରରେ ଥିବା ହିରଣ୍ୟକଶ୍ୟପଙ୍କ ମୂର୍ତ୍ତି ଅଚାନକ ତଳକୁ ଖସି ପଡ଼ିଥିଲା ।…

ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ, ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର କରିଛନ୍ତି ପରିଧାନ

କେନ୍ୟୁଜ ବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଥିଲା। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ, ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ…

ଶ୍ରୀମନ୍ଦିରରେ ଆଜିଠୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ, କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଚାଲିବ ନୀତି

କେନ୍ୟୁଜ (ବ୍ୟୁରୋ): ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି। ଆଶ୍ୱିନ ମାସ ଶୁକ୍ଳପକ୍ଷ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଚାଲିବ। ଏକ ମାସ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବାଳ ଭୋଗ ସହ ରାଧାଦାମୋଦର ବେଶ କରାଯିବ।…