ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ତମାଣ୍ଡୋ ଥାନା ଏସ୍ଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର(କେନ୍ୟୁଜ୍): ପୋଲିସ ବାବୁଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତମାଣ୍ଡୋ ଥାନା ଏସ୍ଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଭୁବନେଶ୍ୱର ସହ ୩ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି ।
ଭୁବନେଶ୍ୱର ପାଇକନଗରର ୪ ମହଲା…