ନୂଆବର୍ଷରେ ଘରକୁ କିଣି ଆଣନ୍ତୁ ସୁନା ଗହଣା, ଜାଣନ୍ତୁ ଆଜି କେତେ ରହିଛି ଦାମ୍
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୨୪୦ ଟଙ୍କା ଓ…