ଆଜି କମିଛି ସୁନା ଦାମ୍, ଜାଣନ୍ତୁ ଭୁବନେଶ୍ୱରରେ କେତେ ରହିଛି ଦର
କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦୦ ଟଙ୍କା କମି ୪୬,୯୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୫୧,୧୬୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪…