ସାମାନ୍ୟ କମିଲା ସୁନା ଦର, ଆଜି ହିଁ ନେଇ ଆସନ୍ତୁ ଆପଣଙ୍କ ମନ ପସନ୍ଦର ଗହଣା
ସାମାନ୍ୟ କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୯,୨୬୦ ଟଙ୍କା ଏବଂ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୦,୨୬୦ ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୦୦୦…