ଏକଦମ ନୂଆ ରେସିପି କେହି ବି ଖାଇନଥିବେ ‘ସିମେଇ ବିସ୍କୁଟ’
ଲକଡାଉନ ସମୟରେ ଅନେକ ଲୋକ ଅନେକ ପ୍ରକାର ନୂଆ ନୂଆ ବ୍ୟଞ୍ଜନ ତିଆରି କରୁଛନ୍ତି। ଜମା ରୋଷେଇ ଜାଣି ନଥିବା ଲୋକ ବି ଏହି କରୋନା ଲକଡାଉନ ବେଳେ ରୋଷେଇ ଶିଖିଗଲେଣି। ଘରେ ଖାଲି ବସିବା ଅପେକ୍ଷା କିଛି ନୂଆ ରେସିପି ଟ୍ରାଏ କରିବା ବୁଦ୍ଧିମାନର କାମ। ଏଥିପାଇଁ ଆଜି ଆମେ ଆପଣଙ୍କ ପାଇଁ ନେଇ ଆସିଛୁ ଏକ…