ଆଜି ଶିମିଳିପାଳ ବୁଲି ଦେଖିବେ ରାଷ୍ଟ୍ରପତି, ସାଧାରଣ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଅଭୟାରଣ୍ୟ
ମୟୂରଭଞ୍ଜ (କେନ୍ୟୁଜ): ଆଜି ଶିମିଳିପାଳ ଅଭୟାରଣ୍ୟ ବୁଲି ଦେଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶିମିଳିପାଳର ପ୍ରାୟ ୮୦କିମି ବୁଲିବାକୁ ଥିବା ବେଳେ ଏଥିପାଇଁ ସ୍ୱତନ୍ତ୍ର ଗାଡ଼ିର ବ୍ୟବସ୍ଥା ହୋଇଛି। ସୁରକ୍ଷା ଦୃଷ୍ଟିକୁ ଆଜି ସାଧାରଣ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଛି…