କାଳବୈଶାଖୀ ବର୍ଷା : ପର୍ଯ୍ୟଟକଙ୍କ ପାଇଁ ଦୁଇ ଦିନ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ
କରଞ୍ଜିଆ : କାଳବୈଶାଖୀ ପାଇଁ ଦୁଇ ଦିନ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ଆଜିବି ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ଏଥିପାଇଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଶିମିଳିପାଳ ଅଭୟାରଣ୍ୟକୁ…