Below header
Browsing Tag

simulia accident

ସୋରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ସୋର : ସିମୁଳିଆ ଥାନା ଅଧିନସ୍ଥ ୧୬ ନମ୍ବର ଜାତୀୟ ରାଜପଥର ଜାମୁଝାଡି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣେ ମୃତ ଓ ଦୁଇ ଜଣ ଗୁରୁତର ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ ଜାମୁଝାଡି ଠାରେ ଛିଡା ହୋଇଥିବା ଏକ ଟ୍ରକକୁ ଏକ ପିକଅପ୍ ଭ୍ୟାନ ପଛପଟୁ ଧକ୍କା ଦେଇଥିଲା । ଯାହା ଫଳରେ…