Browsing Tag

singapore presidents

ଆଜି ବ୍ଲାକ ପାଗୋଡା ପରିଦର୍ଶନ କରିବେ ସିଙ୍ଗାପୁର ରାଷ୍ଟ୍ରପତି, ୪ ଘଣ୍ଟା ବନ୍ଦ ରହିବ ସୂର୍ଯ୍ୟ ମନ୍ଦିର

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଥିବା ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନମୁଗରତ୍ନମ୍ ଆଜି କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବେ । ଏଥିଲାଗି ପର୍ଯ୍ୟଟକଙ୍କ ପାଇଁ ସକାଳ ୮ଟାରୁ ମଧ୍ୟାହ୍ନ ୧୨ଟା ୫ ଯାଏଁ ୪ ଘଣ୍ଟା ବନ୍ଦ ରହିବ କୋଣାର୍କ ସୂର୍ଯ୍ୟ ମନ୍ଦିର । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା…