ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବ ମୁଖର ସମ୍ବଲପୁର, ଆଜି ବିବାହ କରିବେ ଦେବ ଦମ୍ପତି
ସମ୍ବଲପୁର: ସମ୍ବଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବ ମୁଖର ପରିବେଶ । ଦେବଦେବ ମହାଦେବ ଏବଂ ମାତା ପାର୍ବତୀଙ୍କ ପବିତ୍ର ବିବାହ ମହୋତ୍ସବ ଅନୁଷ୍ଠିତ ହେଉଛି । ଶୀତଳ ଷଷ୍ଠୀର ମୁଖ୍ୟ ଆକର୍ଷଣମାନବୀୟ ଲୀଳା । ଏହି ଯାତ୍ରାରେ ପ୍ରଭୁ ଶିବ ଏବଂ ମାତା ପାର୍ବତୀଙ୍କୁ ମାନବ ରୂପରେ…