ବ୍ରାହ୍ଣଣ ଓ ପୂଜାପଣ୍ଡା ନିଯୋଗର ଅସହଯୋଗ ଯୋଗୁ ଆଶଙ୍କାରେ ପ୍ରଭୁ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଯାତ୍ରା, ଗତକାଲି ହେଲାନି…
ଭୁବନେଶ୍ବର(କେନ୍ୟୁଜ୍): ଆଶଙ୍କାରେ ପ୍ରଭୁ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଯାତ୍ରା। ଗତକାଲି ହୋଇପାରିଲାନି ମଙ୍ଗନ। ବ୍ରାହ୍ଣଣ ଓ ପୂଜାପଣ୍ଡା ନିଯୋଗର ଅସହଯୋଗ ଯୋଗୁ ମଙ୍ଗନ କାର୍ଯ୍ୟ ବନ୍ଦ ରହିଥିଲା। ମଙ୍ଗନ ହୋଇନଥିବାରୁ ଶିବ ବିବାହ ହେବା ନେଇ ଆଶଙ୍କା ଦେଖାଦେଇଛି।
ମନ୍ଦିର ଟ୍ରଷ୍ଟ ଓ…