ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ , ୬ ଆତଙ୍କବାଦୀ ନିହତ
ଜମ୍ମୁ-କାଶ୍ମୀର(କେନ୍ୟୁଜ୍) : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ । ତ୍ରାଲ ଅବନ୍ତୀପୁରାରେ ହୋଇଥିବା ଏନ୍କାଉଣ୍ଟରରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଅବନ୍ତୀପୁରାରେ ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା…