Below header
Browsing Tag

smart cards

ସ୍ମାର୍ଟ ସ୍ୱାସ୍ଥ୍ୟ ସେବାରେ ଯୋଡ଼ି ହେଲା ବରଗଡ଼, ୩୦୦ କୋଟିର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ…

ବରଗଡ଼(କେନ୍ଯୁଜ୍): ସ୍ମାର୍ଟ ସ୍ୱାସ୍ଥ୍ୟ ସେବାରେ ଯୋଡ଼ି ହେଲା ବରଗଡ଼ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାବାସୀଙ୍କୁ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ଉପକୃତ ହେବେ ଜିଲ୍ଲାର ପ୍ରାୟ ୪ ଲକ୍ଷ…

ଆଜି ମୁଖ୍ୟମନ୍ତ୍ରୀଙ୍କ କୁଚିଣ୍ଡା ଗସ୍ତ, BSKY ଯୋଜନାରେ ସ୍ମାର୍ଟକାର୍ଡ ବଣ୍ଟନର କରିବେ ଶୁଭାରମ୍ଭ

ସମ୍ବଲପୁର (କେନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଚିଣ୍ଡା ଗସ୍ତ । ସମ୍ବଲପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । କୋଭିଡ ଯୋଗୁ ମାତ୍ର ୨୫୦ ଜଣ ହିତାଧିକାରୀଙ୍କୁ bsky ଯୋଜନାରେ ସ୍ମାର୍ଟ…