Below header
Browsing Tag

snakaracharjya

ନାଗରିକତା ସଂଶୋଧନ ଆଇନକୁ ପୁରୀ ଶଙ୍କରାଚାର୍ଯ୍ୟଙ୍କ ସମର୍ଥନ, କହିଲେ ଜାତିସଂଘରେ ସ୍ୱତନ୍ତ୍ର ନ୍ୟାୟାଳୟ ପ୍ରତିଷ୍ଠା…

କେନ୍ୟୁଜ୍(ବ୍ୟୁରୋ): ନାଗରିକତା ସଂଶୋଧନ ଆଇନକୁ ନେଇ ଦେଶର ଜନସାଧାରଣଙ୍କ ମଧ୍ୟରେ ଜାରି ରହିଥିବା ଦ୍ୱିମତ ମଧ୍ୟରେ ପୁରୀ ଶଙ୍କରାଚାର୍ଯ୍ୟ ଏହାକୁ ସମର୍ଥନ କରିଛନ୍ତି । ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ ପ୍ରତିକ୍ରିୟା ଦେଇ ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କରିବାକୁ ଦାବି କରିଛନ୍ତି ।…

କିଟ୍‌ରେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ, ଉଦଘାଟନ କଲେ ସର୍ବସାଧାରଣ ଆଧ୍ୟାତ୍ମିକ…

ଭୁବନେଶ୍ବର(କେନ୍ୟୁଜ୍): କିଟ୍‌ ଟେମ୍ପଲ ଟ୍ରଷ୍ଟ ପକ୍ଷରୁ ପ୍ରତିଷ୍ଠା କରାଯାଇଥିବା ସର୍ବସାଧାରଣ ଆଧ୍ୟାତ୍ମିକ ଗ୍ରନ୍ଥାଗାରକୁ ଉଦଘାଟନ କଲେ ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ। ଏଥିସହ ଶ୍ରୀବାଣୀ କ୍ଷେତ୍ର ଗୁଣ୍ଡିଚା ମନ୍ଦିରର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି।…