ସାପ କାମୁଡାରେ ଗଲା ୨ ଜୀବନ, ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ଯୁବକ
ଅନୁଗୋଳ: ସାପ କାମୁଡ଼ାରେ ଦୁଇ ମୃତ। ଅନୁଗୋଳ ଜିଲ୍ଲା ବନ୍ତଳା ଅଞ୍ଚଳରେ ପୃଥକ ପୃଥକ ସ୍ଥାନରେ ସାପ କାମୁଡାରେ ଦୁଇ ଜଣଙ୍କ ମୃତ୍ୟୁ । ପୋକତୁଙ୍ଗା ଷଣ୍ଢଛକ ସାହିରେ ସାପ କାମୁଡାରେ ଜଣେ ମହିଳା ମୃତ । ଶରଧାପୁର ପଞ୍ଚାୟତ ବେତର ଗାଁରେ ସାପ କାମୁଡାରେ ଜଣେ ଯୁବକ ମୃତ ହୋଇଛି। ଶବ ବ୍ୟବଚ୍ଛେଦ ପାଇଁ…