ସ୍କୁଲରେ ଛାତ୍ରକୁ ସାପ କାମୁଡିବା ଘଟଣା: ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ, କ୍ଲାସ୍ ଟିଚରଙ୍କ ବଦଳି
ପିପିଲି : ପୁରୀ ଜିଲ୍ଲା ପୋପରଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରକୁ ସାପ କାମୁଡିବା ଘଟଣା । ଉକ୍ତ ପ୍ରାଥମିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କଲେ ବିଇଓ । ସେହିପରି କ୍ଲାସ୍ ଟିଚରଙ୍କୁ ବଦଳି କରାଯାଇଛି ।
ସୂଚନା ଅନୁସାରେସୂଚନା ଅନୁସାରେ ଗତ ସୋମବାର…