ପୁରୀରେ ଭୂକମ୍ପ ଗୁଜବ, ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୌଣସି ସୂଚନା ନାହିଁ
ପୁରୀ: ପୁରୀରେ ଭୂକମ୍ପ ଗୁଜବ । ଆଜି ସକାଳେ ପୁରୀରେ ୪.୭ ତୀବ୍ରତାରେ ଭୂକମ୍ପ ନେଇ କିଛି ଗଣମାଧ୍ୟମରେ ହୋଇଥିଲା ଜୋରଦାର ଚର୍ଚ୍ଚା । କିନ୍ତୁ ଏନେଇ ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । ଆଜି କେବଳ ଦିଲ୍ଲୀ ଓ ବିହାରରେ ଭୂକମ୍ପ ହୋଇଥିବା ନେଇ ବିଭାଗ…