ଅପରେସନ ସିନ୍ଦୂର ପରେ ବଢିଛି ପୁରୀର ସୁରକ୍ଷା, ରଥଯାତ୍ରାରେ ମୁତୟନ ହେବେ SOG ଯବାନ
ଅପରେସନ ସିନ୍ଦୂର ପରେ ବଢିଛି ଓଡ଼ିଶା ସୁରକ୍ଷା ଚିନ୍ତା । ବିଶେଷ କରି ପୁରୀର ସୁରକ୍ଷା ଏବେ କଡା କଡି କରାଯାଇଛି । ଜ୍ୟୋତି ମଲହୋତ୍ରା ଓ ତାଙ୍କ ବାନ୍ଧବୀ ପୁରୀର ବିଭିନ୍ନ ସ୍ଥାନରେ ବୁଲିବା ସହ ଭିଡିଓ କରିଥିଲେ । ଏବେ ଆଗକୁ ଆସୁଛି ରଥଯାତ୍ରା । ଲକ୍ଷାଧିକ ଭକ୍ତ ଙ୍କ ସମାଗମ ହେବ । ଏହି…