Browsing Tag

sonepur ulunda bandh

ଉପନିବନ୍ଧକଙ୍କ କାର୍ଯ୍ୟାଳୟ ଖୋଲିବା ଦାବିରେ ଆଜି ୧୨ଘଣ୍ଟିଆ ଉଲୁଣ୍ଡା ବନ୍ଦ

ସୁବର୍ଣ୍ଣପୁର : ୧୨ଘଣ୍ଟିଆ ଉଲୁଣ୍ଡା ବନ୍ଦ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡାରେ ଉପନିବନ୍ଧକଙ୍କ କାର୍ଯ୍ୟାଳୟ ଖୋଲିବା ଦାବିରେ ବନ୍ଦ ଡାକରା ଦିଆଯାଇଛି। ଉଲୁଣ୍ଡା ସଚେତନ ନାଗରିକ ମଞ୍ଚ ପକ୍ଷରୁ ତହସିଲ ସମ୍ମୁଖରେ ଗତ ଏକ ସପ୍ତାହ ହେବ ଗଣଧାରଣା ଦିଆଯାଉଥିଲା । ଆଜି ସକାଳ ୬ରୁ ସନ୍ଧ୍ୟା ୬ଟା…