ସାଇକେଲରେ ଯାଇ ଲୋକଙ୍କ ଗୁହାରି ଶୁଣିଲେ ବିଡିଓ, ଦେଲେ ସ୍ଵାସ୍ଥ୍ୟ ହିଁ ସମ୍ପଦ ବାର୍ତ୍ତା
ସୁବର୍ଣ୍ଣପୁର: ସାଇକେଲରେ ଯାଇ ଲୋକଙ୍କ ଗୁହାରି ଶୁଣିଲେ ବିଡିଓ । ଏକେଉଁ ମନଗଢା କାହାଣୀ କି ସିନେମାର ଦୃଶ୍ୟ ନୁହେଁ, ଜଣେ ମଣିଷ ଜୀବନର ବାସ୍ତବିକ ଘଟଣା । ଯାହାକି ମନକୁ ଛୁଇଁଲା ଭଳି କଥାଟିଏ । ଏ ସମାଜରେ ସଭିଏ ନିଜ ନିଜ କାମରେ ବ୍ୟସ୍ତ । କାହାକୁ କାହା କଥା ଭାବିବାକୁ ବି ସମୟ ନାହିଁ ।…