Browsing Tag

sop in puri srimandir

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ଓ SOP ନେଇ ଆଜି ନିଆଯିବ ନିଷ୍ପତ୍ତି

କେନ୍ୟୁଜ୍(ବ୍ୟୁରୋ): ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ଓ SOP ନେଇ ଆଜି ନିଆଯିବ ନିଷ୍ପତ୍ତି। ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଦିନ ୧୨ଟାରେ ଭର୍ଚୁଆଲରେ ବସିବ ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବୈଠବ ବସି ଆଲୋଚନା କରାଯିବ। ବୈଠକରେ…