ସୋର ବସ୍ ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା
କେନ୍ୟୁଜ୍(ବ୍ୟୁରୋ): ଆଜି ଅପରାହ୍ନରେ ବାଲେଶ୍ବର ସୋର ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ଯକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ…