ପ୍ରେମରେ ବିଫଳ ପ୍ରେମିକ ନେଲା ଭୟଙ୍କର ପ୍ରତିଶୋଧ, ଘରେ ପଶି ମାରିଦେଲା ଯୁବତୀଙ୍କୁ
ସୋର : ସୋର ଲିଙ୍ଗାପଡା ଗ୍ରାମରେ ଘଟିଛି ଛାତିଥରା ଘଟଣା । ପ୍ରେମରେ ବିଫଳ ହୋଇ ଅତି ଜଘନ୍ୟ କାଣ୍ଡ ଘଟାଇଲା ପ୍ରେମିକ । ଯାହା ଖବର ମିଳିଛି କି, ଲିଙ୍ଗାପଡା ଗ୍ରାମର ମନୋରଞ୍ଜନ ରଣାଙ୍କ ଝିଅ ଜ୍ୟୋର୍ତିମୟୀ ରଣା । ଯିଏକି ବିଏ ପାସ୍ ପରେ ବେଙ୍ଗାଲୁରୁରେ ଏକ ଆଇଟି କମ୍ପାନୀରେ କାର୍ଯ୍ୟ…