ପୁଣି ମାତିଲେ ଲୁଟେରା : ସରପଞ୍ଚଙ୍କ ବେକରୁ ଝାମ୍ପି ନେଲେ ସୁନାଚେନ୍
ଭଦ୍ରକ (କେନ୍ୟୁଜ): କିଛି ଦିନ ନିରବତା ପରେ ସୋରରେ ପୁଣି ମାତିଲେ ଲୁଟେରା। ରାସ୍ତାରେ ଯାଉଥିବା ଲୋକଙ୍କ ଠାରୁ ଛିନ୍ତାଇ ଲୁଟ୍ ଆରମ୍ଭ। ଆପାଚିରେ ଆସିଲେ, ଆଉ ରାସ୍ତାରେ ଯାଉଥିବା ସରପଞ୍ଚଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ। ଭଦ୍ରକ ମଇତା ପୁରରୁ ଫେରିଲା ବେଳେ ୧୬ ନମ୍ୱର ଜାତୀୟ ରାଜପଥ ଚଡ଼କ…