Below header
Browsing Tag

soumendra priyadarshi

ସୁଧାଂଶୁ ଷଡ଼ଙ୍ଗୀଙ୍କ ସ୍ଥାନରେ ସୌମେନ୍ଦ୍ର ପ୍ରିୟଦର୍ଶୀ ହେଲେ ନୂଆ ପୋଲିସ୍‌ କମିଶନର୍‌

ଭୁବନେଶ୍ୱର (କେ ନ୍ୟୁଜ୍‌) : ବଦଳିଲେ ଟ୍ଵିନ୍‌ ସିଟି ପୋଲିସ୍‌ କମିଶନର୍‌ । ସୁଧାଂଶୁ ଷଡ଼ଙ୍ଗୀଙ୍କ ସ୍ଥାନ ନେଲେ ୧୯୯୫ ବ୍ୟାଚ୍‌ ଆଇପିଏସ୍‌ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ । ବିଭିନ୍ନ ସମୟରେ ନିଜ କାର୍ଯ୍ୟ ଦକ୍ଷତା ପାଇଁ ପ୍ରଶଂସିତ ହୋଇଥିବା ସୌମେନ୍ଦ୍ର ପ୍ରିୟଦର୍ଶୀ ବିଶେଷ କରି ରଥଯାତ୍ରା…