ଲଗାଣ ବର୍ଷାରେ ବେହାଲ ଦକ୍ଷିଣ ଓଡ଼ିଶା ! ରାସ୍ତା ଘାଟ ବନ୍ଦ, ଉଛୁଳୁଛି ନଈ ନାଳ
ନବରଙ୍ଗପୁର (କେନ୍ୟୁଜ): ନବରଙ୍ଗପୁର ଜିଲ୍ଲାରେ ଲଗାଣ ବର୍ଷା । ତିନି ଦିନର ବର୍ଷାରେ ସ୍ଥିତି ବେହାଲ୍ । ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ବିଭିନ୍ନ ନଦୀର ଜଳସ୍ତର ବଢ଼ିଛି । କିଛି ସ୍ଥାନରେ ଲୋକଙ୍କ ଘରେ ପଶିଛି ବର୍ଷା ପାଣି । ବ୍ରିଜ୍ ଉପରେ…