Below header
Browsing Tag

south west monsoon

ଆଶ୍ୱସ୍ତିକର ଖବର, ୨୪ ଘଣ୍ଟାରେ କେରଳ ଛୁଇଁପାରେ ମୌସୁମୀ

କେନ୍ୟୁଜ୍(ବ୍ୟୁରୋ):  ୨୪ ଘଣ୍ଟାରେ କେରଳକୁ ଛୁଇଁପାରେ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ-ତାମିଲନାଡୁ ଅତି ନିକଟରେ ପହଁଞ୍ଚି ଗଲାଣି । ମୌସୁମୀର ଉତ୍ତର ଭାଗ ବର୍ତ୍ତମାନ ସମୟରେ କୋମୋରିନ ସାଗର ତଟଠାରୁ ପାଖାପାଖି ୧୦୦ କିଲୋମିଟର ଦୂରରେ ରହିଥିବା ଜଣାପଡିଛି । ତେଣୁ ଆଗାମୀ ୨୪…