ଶ୍ରାବଣ ପ୍ରଥମ ସୋମବାର, ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ବିରଜା ପଞ୍ଜିକା ଅନୁସାରେ ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ଦୂର ଦୂରାନ୍ତରୁ ପାଣି ଆଣି କାଉଡ଼ିଆଙ୍କ ଲମ୍ୱାଧାଡ଼ି ବିଭିନ୍ନ ଶୈବ ପୀଠକୁ ଲମ୍ୱିଛି । ଅନେକ…