ରାଜ୍ୟରେ ୩ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା,୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆହୁରି ବର୍ଷିବ । ରାଜ୍ୟରେ ୩ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା । ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତାକାଲି ବର୍ଷାର ପରିମାଣ ବଢ଼ିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ଢେଙ୍କାନାଳ, କଟକ, ବୌଦ୍ଧ, ସୋନପୁର ଓ…