ହିଟୱେଭ ନେଇ ୮ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି
ଭୁବନେଶ୍ୱର(କେନ୍ୟୁଜ୍): ପଶ୍ଚିମ ଓଡ଼ିଶା ସମେତ ଏକାଧିକ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଏସଆରସିଙ୍କ ପକ୍ଷରୁ ଆଡଭାଇଜରୀ ଜାରି ହୋଇଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ଅତିରିକ୍ତ SRC ଚିଠି ଲେଖିଛନ୍ତି ।…