Browsing Tag

sri sri dada

ଜୟଗୁର ସତସଙ୍ଗର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କ ଇହ ଲୀଳା ସମ୍ବରଣ:ସତସଙ୍ଗୀ ମହଲରେ ଗଭୀର ଶୋକ

କେନ୍ୟୁଜ୍(ବ୍ୟୁରୋ): କୋଟି ଶ୍ରଦ୍ଧାଳୁଙ୍କ ଆରାଧ୍ୟ ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ମହାପ୍ରୟାଣ ହୋଇଛି। ଆଜି ସକାଳ ୯ଟା ୪୦ ମିନିଟରେ ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିଶନ୍ ହସ୍ପିଟାଲରେ ଶ୍ରୀଶ୍ରୀଦାଦା ଇହଲୀଳା ସମ୍ବରଣ କରିଛନ୍ତି। ଗତ କିଛିଦିନ ଧରି ସେ…