Browsing Tag

srikhetra

ପୁରୀ ବାସିନ୍ଦାଙ୍କ ପାଇଁ ଦୁର୍ବିସହ ହୋଇପଡିଛି ଶ୍ରୀଜିଉ ଦର୍ଶନ, ସ୍ୱତନ୍ତ୍ର ଶ୍ରୀମନ୍ଦିର ପ୍ରବେଶ ଅଭିଯାନ ଆରମ୍ଭ

ପୁରୀ: ଶଙ୍ଖ କ୍ଷେତ୍ର ବା ପୁରୁଷୋତ୍ତମ କ୍ଷେତ୍ର ହେଉଛି ପୁରୀ । କୁହାଯାଏ ଭାଗ୍ୟରେ ଥିଲେ ଶ୍ରୀକ୍ଷେତ୍ରରେ ଜନ୍ମ ମିଳିଥାଏ । ବ୍ରହ୍ମାଣ୍ଡର ମାଲିକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ର ହେଉଛି ପୁରୀ । ପ୍ରତିଦିନ ପୁରୀ ସହରବାସିନ୍ଦା ମଙ୍ଗଳ ଆଳତୀ ବା ବଡ଼ ସିଂହାର ବେଶ ଦେଖିବା ପାଇଁ…

ଆସନ୍ତାକାଲି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

କେନ୍ୟୁଜ(ବ୍ୟୁରୋ) : ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଶ୍ରୀବିଗ୍ରହମାନଙ୍କ ସାଧାରଣ ଦର୍ଶନ । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହୁଥିବାରୁ ଶ୍ରଦ୍ଧାଳୁ ଏହି ସମୟ ପାଇଁ ଦର୍ଶନରୁ ବଞ୍ଚିତ ରହିବେ । ସୂଚନାଯୋଗ୍ୟ ,ଆସନ୍ତାକାଲି ସୋମବାର ଆଷାଢ଼ ଶୁକ୍ଳ ଚତୁର୍ଥୀ…

ସ୍ନାନ ପରେ ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ, ଅନବସର ଘରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ପୁରୀ : ସ୍ନାନ ପରେ ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ । ଗତକାଲି ବିଳମ୍ବିତ ରାତିରେ ଅନବସର ଘରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଜ୍ବର ପୀଡାରୁ ଉପଶମ ପାଇଁ ପଥି, ପାଚନ, ଔଷଧ ଦେଇ ସେବାରେ ଲାଗିଛନ୍ତି ଦଇତାପତି ସେବକ। ଆଜିଠୁ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସ୍ଥାନରେ ପୂଜା ପାଉଛନ୍ତି…

ସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡ଼ିଲା ମୁଣ୍ଡ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସୂଚନା

ପୁରୀ : ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡ଼ିଲା ମୁଣ୍ଡ । ଟାଉନ ଥାନା ଅନ୍ତର୍ଗତ ଗୁଡ଼ିଆ ସାହିରେ ଘଟିଛି ହତ୍ୟା  । ସିସିଟିଭିରେ କଏଦ ହୋଇଛି ହତ୍ୟାକାଣ୍ଡର ଦୃଶ୍ୟ । ଗୋଟିଏ ପଟେ ମହାପ୍ରଭୁଙ୍କ ସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ଥିବା ବେଳେ ପୁରୀର ସୁରକ୍ଷା ପାଇଁ ୭୦…

ତିନି ରଥରେ ଛେରାପହଁରା କରୁଛନ୍ତି ଗଜପତି ମହାରାଜା

ପୁରୀ : ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଚଳଚଞ୍ଚଳ ସ୍ନାନବେଦିରେ ଚତୁର୍ଦ୍ଧା ବିଗ୍ରହ ।  ତିନି ରଥରେ ଗଜପତି ଛେରାପହଁରା କରୁଛନ୍ତି । ସୁନା କୂଅରୁ ପାଣି ଆଣି ମହାପ୍ରଭୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ । ଏନେଇ ପୂଜାପଣ୍ଡା ସାମନ୍ତ ଠାକୁରଙ୍କ ମସ୍ତକରେ ପ୍ରଥମେ ସୁବାସିତ ଜଳ ଅର୍ପଣ କରି…

AI କ୍ୟାମେରା ନଜରରେ ରହିଛି ପୁରୀ ସହର

ପୁରୀ : ଆଜି ମହାପ୍ରଭୁଙ୍କ ଦିବ୍ୟ ସ୍ନାନ ପୂର୍ଣ୍ଣିମା ।  ଏହି ଅବସରରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ ହୋଇଛି ।  ଏନେଇ ଭକ୍ତଙ୍କ ଗହଳିକୁ ନଜର ରଖି ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୭୦ପ୍ଲାଟୁନ ପୁଲିସ ଫୋର୍ସଙ୍କ ସମେତ ୪୫୦ଜଣ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି ।…

ବଡ଼ ଦାଣ୍ଡରେ ବିକ୍ରି ହେବନି ଆମିଷ କି ମଦ, ପୁରୀକୁ କରାଯିବ ପିଲିଗ୍ରିମ ସିଟି

ଭୁବନେଶ୍ୱର : ବଡ଼ ଦାଣ୍ଡରେ ବିକ୍ରି ହେବନି ଆମିଷ କି ମଦ । ଶ୍ରୀମନ୍ଦିର ଦୁଇ କିଲୋମିଟର ପରିଧି ଭିତରେ ରହିବନି ମଦ ଦୋକନ କି ବାର । ପୁରୀକୁ ପିଲିଗ୍ରିମ ସିଟି କରାଯିବ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହା ସହ ବଡ଼ ଦାଣ୍ଡରେ ସବୁ ଘରର ୟୁନିଫର୍ମ ହାଇଟ ରହିବ । ସେହିପରି…

ସାହି ଯାତ ପାଇଁ ଚଳଞ୍ଚଚଳ ଶ୍ରୀକ୍ଷେତ୍ର, ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି

ସାହି ଯାତ ପାଇଁ ଜାଗା ଆଖଡ଼ା ଗୁଡ଼ିକରେ ସକାଳେ ଏବଂ ଅପରାହ୍ନରେ ଚାଲୁଛି ଜୋରଦାର ଅଭ୍ୟାସ । କଳାକାରମାନେ ଖଣ୍ଡା ଓ ଲାଠି ଚାଳନା ଶିଖୁଥିବା ବେଳେ ରାବଣ, ସପ୍ତସିରା, ପର୍ଶୁରାମ, ନାଗା ଓ ମେଢ଼ ଆଦି ନୃତ୍ୟାଭାସ ମଧ୍ୟ ଜୋରସୋରରେ ଚାଲିଛି । ଆସନ୍ତା ୬ ତାରିଖରେ ପବିତ୍ର ଶ୍ରୀରାମ ନବମୀ ଠାରୁ…

ନୂଆବର୍ଷରେ ବଡ ଦାଣ୍ଡ ପାଲଟିଲା ଭକ୍ତ ସମୁଦ୍ର, ଭିଡ଼ ନିୟନ୍ତ୍ରଣ ପାଇଁ ୬୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ : ବର୍ଷ ୨୦୨୪ କୁ ବିଦାୟ ଦେଇ ବର୍ଷ ୨୦୨୫ ର ପ୍ରଥମ ଦିନରେ ଶ୍ରୀକ୍ଷେତ୍ର ରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଅଛି  l ଇଂରାଜୀ ନୂତନ ବର୍ଷରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ବର୍ଷ  ସୁଖ ସମୃଦ୍ଧି ଓ ମଙ୍ଗଳମୟ ହେବା ନେଇ ଲକ୍ଷାଧିକ ଭକ୍ତ ପ୍ରାଥନା କରିଛନ୍ତି  l ଲକ୍ଷାଧିକ ଭକ୍ତଙ୍କ…