Below header
Browsing Tag

srilanka vs south Africa

ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଲା ଦକ୍ଷିଣ ଆଫ୍ରିକା

ଆଇସିସି କ୍ରିକେଟ ବିଶ୍ୱକପ ୨୦୧୯ର ୩୫ ତମ ମ୍ୟାଚ ଆଜି ଦକ୍ଷିଣ ଆଫ୍ରିକା ଓ ଶ୍ରୀଲଙ୍କା ମଧ୍ୟରେ ହେବ। ଚେଷ୍ଟର-ଲି-ଷ୍ଟ୍ରିଟର ରିଭର୍ ସାଇଡ୍ ଗ୍ରାଉଣ୍ଡରେ ଏହି ମ୍ୟାଚ୍ ଖେଳାଯିବ। ମ୍ୟାଚରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଲା ଦକ୍ଷିଣ ଆଫ୍ରିକା । ଉଭୟ ଦଳ ପାଇଁ ଏହି ମ୍ୟାଚ୍…