ମହାପ୍ରଭୁଙ୍କ ବନକ ଲାଗି ନୀତି, ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଶ୍ରୀମନ୍ଦିରରେ ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ପରେ ବନକ ଲାଗି କରାଯିବ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା…