ରାଉରକେଲାରୁ ଅଯୋଧ୍ୟା ଅଭିମୁଖେ ସୁନାର ଧନୁ, ପ୍ରଭୁ ଶ୍ରୀରାମଙ୍କ ନିକଟକୁ ଯାଉଛି ଭେଟି
ରାଉରକେଲା: ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ନିକଟକୁ ଭେଟି ଦେବା ଉଦ୍ଦେଶ୍ୟରେ ରାଉରକେଲା ସହରରୁ ବାହାରିଛି ଏହି ବିଶାଳ ସ୍ୱର୍ଣ୍ଣ ଧନୁଷ । ରାଉରକେଲା ସନାତନ ଜାଗରଣ ମଞ୍ଚ ପକ୍ଷରୁ ଏହି ବିଶାଳ ଆଠ ଫୁଟ ଲମ୍ବ ଏବଂ ତିନି ଫୁଟ ଉଚ୍ଚତା ବିଶିଷ୍ଟ ସ୍ୱର୍ଣ୍ଣ ଧନୁଷ ଆଜି ବିଧିବଦ୍ଧ…