ବେକରେ ଗାମୁଛା ଲଗାଇ ଝୁଲିପଡିଲେ ଯବାନ ! କାରଣ ଖୋଜୁଛି ପୋଲିସ
ବାଲିଗୁଡ଼ା (କେନ୍ୟୁଜ): ସିଆର୍ଏଫ୍ ଯବାନଙ୍କ ଆତ୍ମହତ୍ୟା । କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଅବସ୍ଥିତ ସିଆରପିଏଫ୍ର ୨୧୭ ବାଟାଲିୟନ୍ର ଜଣେ ଯବାନ ଆତ୍ମହତ୍ୟା କରିଛନ୍ତି । ପୋଲିସ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁଯାୟୀ ବାଲିଗୁଡ଼ାରେ ଅବସ୍ଥିତ ସିଆରପିଏଫ୍ର ୨୧୭…