Browsing Tag

state budget session

୨୧ରୁ ବିଧାନସଭା ବଜେଟ ଅଧିବେଶନ : ଫେବ୍ରୁଆରୀ ୨୪ରେ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ଫେବ୍ରୁଆରି ୨୧ରୁ ବିଧାନସଭା ବଜେଟ୍‌ ଅଧିବେଶନ । ୨୪ ତାରିଖରେ ଉପସ୍ଥାପନ ହେବ ୨୦୨୩-୨୪ ପାଇଁ ରାଜ୍ୟ ବଜେଟ୍‌ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍‌ ଉପସ୍ଥାପନ କରିବେ । ବଜେଟ୍‌ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିଭାଷଣ ରଖିବେ ।…