Browsing Tag

state cabinet

ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ବିଦ୍ୟାଳୟ : ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର: ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ବିଦ୍ୟାଳୟ ।  ଏନେଇ ରାଜ୍ୟ କ୍ୟାବିନେଟରେ ଅନୁମୋଦନ ହୋଇଛି ।  ଓଡ଼ିଶାର ପ୍ରତି ପଞ୍ଚାୟତର ଗୋଟିଏ ସ୍କୁଲକୁ ଆଦର୍ଶ ବିଦ୍ୟାଳୟରେ ପରିଣତ କରାଯିବ ।  ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ।…

ରାଜ୍ଯ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର : ରାଜ୍ଯ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ମଞ୍ଜୁରୀ ।  ମୁଖ୍ଯମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମୋହର ବାଜିଛି ।  ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାକୁ ୫ ବର୍ଷ ପାଇଁ ଅନୁମୋଦନ କରାଯାଇଛି। ସୁଭଦ୍ରା ଯୋଜନାକୁ ନେଇ…

ଆସନ୍ତାକାଲି ରାଜ୍ଯ କ୍ୟାବିନେଟର ବୈଠକ, ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର

ଭୁବନେଶ୍ୱର : ଆସନ୍ତା କାଲି ରାଜ୍ଯ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ମୋହନ ମାଝୀଙ୍କ ସରକାରର ଏହା ଚତୁର୍ଥ କ୍ୟାବିନେଟ ବୈଠକ ବସିବ। କିଛି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର । ଅନ୍ୟପଟେ ପ୍ରଥମ ପର୍ଯ୍ୟାୟ…

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ସରକାରଙ୍କ ୧୦୦ ଦିନିଆ କାର୍ଯ୍ୟ ଖସଡ଼ା ସମ୍ପର୍କରେ ହୋଇପାରେ ଆଲୋଚନା

ଭୁବନେଶ୍ୱର : ବଜେଟ ଅଧିବେଶନ ପୂର୍ବରୁ ଗୁରୁତ୍ବପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବୈଠକରେ କୃଷି ସମ୍ପର୍କିତ ଏକ ଘୋଷଣା ହୋଇପାରେ ବୋଲି ସୂଚନା ମିଳିଛି। ବିଭିନ୍ନ ବିଭାଗରେ ୩ୟ ଓ ୪ର୍ଥ ଶ୍ରେଣୀ ନିଯୁକ୍ତି ନେଇ ଘୋଷଣା ହୋଇପାରେ।…

ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ, SHG ମହିଳାଙ୍କୁ ମିଳିବ ୟୁନିଫର୍ମ ସହ ୧୦୦୦ ଟଙ୍କା

ଭୁବନେଶ୍ୱର (କେନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ୧୨ ପ୍ରସ୍ତାବ ଉପରେ ମୋହର ବାଜିଛି । ବୁଣାକାରଙ୍କୁ ଅଧିକ ସହାୟତା ଦେବାକୁ ଯୋଜନା ଉପରେ କ୍ୟାବିନେଟ୍ ଅନୁମୋଦନ ମିଳିଛି ।…

ରାଜ୍ୟ କ୍ୟାବିନେଟରେ ୧୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ, ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟକୁ ମିଳିଛି…

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟ କ୍ୟାବିନେଟରେ ୧୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ। ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ଭୁବନେଶ୍ୱର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ନିର୍ମାଣକୁ ମିଳିଛି ଅନୁମୋଦନ ହେବ। ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ୬ ହଜାର…

ଓଡ଼ିଶା ଭୂ-ସଂସ୍କାର ଆଇନ ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ରାଜ୍ୟ କ୍ୟାବନେଟ୍, ନଜର ପକାନ୍ତୁ କଣ ହୋଇଛି…

କେନ୍ୟୁଜ୍(ବ୍ୟୁରୋ): ଓଡ଼ିଶା ଭୂ-ସଂସ୍କାର ଆଇନ ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ରାଜ୍ୟ କ୍ୟାବନେଟ୍ । ରାଜ୍ୟରେ ବିଭିନ୍ନ ସ୍ଥାନରେ ଚାଷଜମିକୁ କୃଷି ବ୍ୟତୀତ ଯେକୌଣସି ଅଣକୃଷି ଉଦ୍ଦେଶ୍ୟରେ ବ୍ୟବହାର ପାଇଁ କିସମ ପରିବର୍ତ୍ତନକୁ ସରଳୀକରଣ କରାଯାଇଛି । କିସମ ପରିବର୍ତ୍ତନ ଦେୟ ପ୍ରତି ଏକର…

୩ ମନ୍ତ୍ରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: ବିକ୍ରମଙ୍କୁ ଅର୍ଥ, ସାରଦାଙ୍କୁ ଶ୍ରମ ଓ ସୁଦାମ ମାରାଣ୍ଡିଙ୍କୁ ମିଳିଲା…

ଭୁବନେଶ୍ୱର (କେନ୍ୟୁଜ): କ୍ୟାବିନେଟ ମନ୍ତ୍ରୀ ଭାବରେ ନୂଆ ଦାୟିତ୍ୱ ନେଇଥିବା ୩ ମନ୍ତ୍ରୀଙ୍କୁ ବଡ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ନବୀନ ସରକାର । ନୂଆ କରି ଶପଥ ଗ୍ରହଣ କରିଥିବା କ୍ୟାବିନେଟ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ରାଜ୍ୟ ସରକାର ସ୍କୁଲ ଏବଂ ଗଣଶିକ୍ଷା ବିଭାଗର ନୂଆ ମନ୍ତ୍ରୀ ଭାବରେ…

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ ଓ ମନ୍ତ୍ରୀ ପରିଷଦ ବୈଠକ, ଆସନ୍ତା ୨୧ ତାରିଖରୁ ବିଧାନସଭାର ବଜେଟ୍‌ ଅଧିବେଶନ

ଭୁବନେଶ୍ୱର(କେନ୍ୟୁଜ୍‌) : ଆସନ୍ତା ୨୧ ତାରିଖରୁ ବିଧାନସଭାର ବଜେଟ୍‌ ଅଧିବେଶନ । ନବୀନଙ୍କ ପଞ୍ଚମ ପାଳିର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପିତ ହେବ । ତାପୂର୍ବରୁ ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ ଓ ମନ୍ତ୍ରୀ ପରିଷଦ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…

ରାଜ୍ୟ କ୍ୟାବିନେଟରେ ୯ଟି ପ୍ରସ୍ତାବକୁ ଅନୁମୋଦନ, ନଜର ପକାନ୍ତୁ କେଉଁ କ୍ଷେତ୍ରର ହେବ ବିକାଶ

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟ କ୍ୟାବିନେଟରେ ଆଜି ୯ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ସହ ୪ଟି ଜିଲ୍ଲାରେ ୧୧ଟି ପାଇପ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ ପାଇଁ ଟେଣ୍ଡରକୁ ମଞ୍ଜୁରୀ ମିଳିଛି। ନୟାଗଡ଼ ଜିଲ୍ଲାର ରଣପୁର ଓ ଓଡ଼ଗାଁ ବ୍ଲକରେ ଗ୍ରାମୀଣ ପାଇପ ଜଳ…

ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ୩ ଜିଲ୍ଲାରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପକୁ ମିଳିଲା ମଂଜୁରୀ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବରେ ବାଜିଲା ମୋହର । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ୩ଟି ଜିଲ୍ଲାରେ ମେଗା ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଢେଙ୍କାନାଳ,…

ଆଜି ସକାଳ ୧୦ଟାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସମ୍ପର୍କରେ…

ଭୁବନେଶ୍ୱର(କେନ୍ୟୁଜ୍): ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସକାଳ ୧୦ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏହି ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସମ୍ପର୍କରେ ଆଲୋଚନା କରାଯିବ । ବିଧାନସଭା ମୌସୁମୀ ଅଧିବେଶନ ଜାରି…