ରାଜ୍ୟ କ୍ୟାବିନେଟ୍ରେ ବଡ଼ ଘୋଷଣା, ଭୁବନେଶ୍ବର ନ୍ୟୁ ସିଟି ମାଷ୍ଟର ପ୍ଲାନକୁ ମଞ୍ଜୁରୀ
ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ୨୬ତମ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ । ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ୫ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ ମିଳିଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ…