ଆଜି ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ, ପୌର ଓ ସମବାୟ ନିର୍ବାଚନ ପାଇଁ ପ୍ରସ୍ତୁତ ହେବ ରଣନୀତି
ଭୁବନେଶ୍ବର(କେନ୍ଯୁଜ୍): ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ବିଜେପିର ବଡ ପ୍ରସ୍ତୁତି। ଆଜି ବସୁଛି ବିଜେପି ରାଜ୍ୟ କାର୍ଯ୍ୟକାରିଣୀ। ଆଜିର ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶେଶ୍ୱର ଟୁଡୁ, ରାଜ୍ୟ ପ୍ରଭାରୀ ଡି ପୁରନ୍ଦେଶ୍ୱରୀ ଓ ରାଜ୍ୟ ସହପ୍ରଭାରୀ…